April 29, 2025

ରାଜ୍ୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ପଞ୍ଚାୟତରାଜ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ । ପଞ୍ଚାୟତକୁ ଅଧିକ ପ୍ରଶାସନିକ କ୍ଷମତା ଦେବା କଥା ହେଉ ବା ଶାସନରେ ମହିଳାଙ୍କ ସମାନ ଭାଗିଦାରିତା କଥା ହେଉ ସବୁ  କ୍ଷେତ୍ରରେ ଓଡ଼ିଶା ସରକାରଙ୍କ ଏହି ପଦକ୍ଷପ ଅନ୍ୟ ରାଜ୍ୟମାନଙ୍କ ମଧ୍ୟରେ ଏକ ଉଦାହରଣ ସୃଷ୍ଟି କରିପାରିଛି ।୯୦ଦଶକରେ ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia