April 21, 2025

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ, ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia