April 21, 2025

ରାଜ୍ୟ ସରକାରଙ୍କ ନୂଆ ବର୍ଷ ଭେଟି: ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ଘୋଷଣା

ଭୁବନେଶ୍ବର: ନୂଆ ବର୍ଷ ପୂର୍ବରୁ ଓଡିଶା ସରକାର ନୂଆ ବର୍ଷରେ ଭେଟି ଦେଇଛନ୍ତି ରାଜ୍ୟ ସରକାରୀ କର୍ମଚାରୀଙ୍କୁ। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଯୋଗୁ ୨୦୨୨ ନୂଆ ବର୍ଷ ଖୁସି ଆଣିଛି ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଙ୍କ ପାଇଁ। ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia