April 20, 2025

ରାତି ପାହିଲେ ପିପିଲି ଉପନିର୍ବାଚନ: ସକାଳ ୭ଟାରୁ ଆରମ୍ଭ ହେବ ଭୋଟ୍ ଗ୍ରହଣ

ପିପିଲି: ଆସନ୍ତାକାଲି ପିପିଲି ଉପନିର୍ବାଚନ ପାଇଁ ହେବ ଭୋଟ୍ ଗ୍ରହଣ । ନୂଆ ବିଧାୟକ ବାଛିବେ ପିପିଲିବାସୀ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଆସନ୍ତାକାଲି ସକାଳ ୭ଟାରୁ ଆରମ୍ଭ ହେବ ଭୋଟ୍ ଗ୍ରହଣ । ଭୋଟ୍ ଗ୍ରହଣ ପାଇଁ ରାଜ୍ୟର ଏହି ସମ୍ବେଦନଶୀଳ ନିର୍ବାଚନ ମଣ୍ଡଳିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia