ଭୁବନେଶ୍ବର: ଆସନ୍ତାକାଲି ୨୬ ଜଣିଆ ବିଧାୟକ ଟିମ୍ ଦିଲ୍ଲୀ ଯିବେ । ଅଗଷ୍ଟ ୩ ତାରିଖ ଅର୍ଥାତ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବିଧାୟକ ଦଳ ଭେଟି ସମ୍ବର୍ଦ୍ଧନା ଜଣାଇବେ । ଓଡିଶା ବିଧାନସଭାର ବାଚସ୍ପତି ବିକ୍ରମକେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାୟକମାନେ ଦିଲ୍ଲୀ ଯିବେ । ଏହା ପୂର୍ବରୁ ଏଥିପାଇଁ ବିଧାନସଭାରେ ସଙ୍କଳ୍ପ ପାରିତ ହୋଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
2 major rivers heavily polluted: OSPCB study
Six students affected by diarrhoea in school
Body of missing 11-year-old boy found in neighbour’s septic tank