ରାଷ୍ଟ୍ରପତି ନିର୍ବାଚନ: ମାଟିର ଝିଅଙ୍କୁ ବିଜେଡିର ସମର୍ଥନ, ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଷ୍ଟ୍ରପତି ନିର୍ବାଚନ । ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ସନ୍ଧ୍ୟା ୫ଟା ଯାଏଁ ଭୋଟ୍ ଗ୍ରହଣ ଚାଲିବ । ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଟକ୍କର ଦେଉଛନ୍ତି ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା । ଜୁଲାଇ ୨୧ରେ ଭୋଟ୍ ଗଣତି ହେବ । ସେହିପରି ୨୫ ତାରିଖରେ ନୂଆ ରାଷ୍ଟ୍ରପତି ଶପଥ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia