April 29, 2025

ରାଷ୍ଟ୍ରପତି ଭବନ ଖାଦ୍ୟ ତାଲିକାରେ ସାମିଲ ହୋଇପାରେ ଓଡିଆ ଖାଦ୍ୟ

ନୂଆଦିଲ୍ଲୀ: ବଦଳିବ ରାଷ୍ଟ୍ରପତି ଭବନ ଖାଦ୍ୟ ତାଲିକା । ମେନ୍ୟୁରେ ସାମିଲ ହୋଇପାରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ‌ଦ୍ରୌପଦୀ ମୁର୍ମୁ ଶପଥ ନେବା ପରଠାରୁ ରାଷ୍ଟ୍ରପତି ଭବନ ଖାଦ୍ୟ ତାଲିକା (ମେନୁ)ରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ ଓ ଆଦିବାସୀ ବ୍ୟଞ୍ଜନ ସାମିଲ ହୋଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia