ଭୁବନେଶ୍ୱର: ବନ୍ୟା ବିପନ୍ନ ମହିଳାଙ୍କୁ ମାଗଣାରେ ସାନିଟାରୀ ନାପକିନ୍ ବାଣ୍ଟିଛନ୍ତି ରାଜ୍ୟ ସରକାର। ଏନେଇ ବନ୍ୟା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ନିର୍ଦ୍ଦେଶ ଦେଇଛନ୍ତି । ଅତ୍ୟାବଶ୍ୟକ ରିଲିଫ କିଟ୍ ଭାବେ ବନ୍ୟା ପ୍ରଭାବିତ ଅଞ୍ଚଳର ମହିଳାଙ୍କୁ ସାନିଟାରୀ ପ୍ୟାଡ୍ ବଣ୍ଟନ ନେଇ ଚିଠିରେ ଉଲ୍ଲେଖ ରହିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Over 85% traffic signals in Cuttack out of order
BMC to dismantle road shades after durability prod by citizen reporters
Oppn parties welcome plan for caste-base census