April 22, 2025

ଲଗାତାର ରାଜ୍ୟରେ ହଜାରେ ତଳେ କରୋନା ଦୈନିକ ସଂକ୍ରମଣ ଗ୍ରାଫ

ଭୁବନେଶ୍ୱର: ଲଗାତାର ରାଜ୍ୟରେ ହଜାରେ ତଳେ କରୋନା ଦୈନିକ ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୭୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia