April 25, 2025

ଲଘୁଚାପ ପାଇଁ ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା !

ଭୁବନେଶ୍ୱର: ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଗଞ୍ଜାମ, ନୟାଗଡ, କନ୍ଧମାଳ ଏବଂ ବୌଦ୍ଧର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia