April 21, 2025

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ, ଲୋକାର୍ପିତ ହେଲା ୧୦୭୮ ସ୍କୁଲ

ଭୁବନେଶ୍ବର: ଆଜି ଶେଷ ହୋଇଛି ରାଜ୍ୟର ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ। ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ ମାର୍ଚ୍ଚ ସୁଦ୍ଧା ୩୩୦୦ ସ୍କୁଲର ରୂପାନ୍ତରଣ ଲକ୍ଷ୍ୟ ରଖାଯାଇଛି।  ଆଜି କୋରାପୁଟ,

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia