April 28, 2025

ଶେଷ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି: ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼

ପୁରୀ: ଶେଷ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି । ବଡ଼ଦାଣ୍ଡରେ ଦେଖିବାକୁ ମିଳିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼ । ୩ ରଥରେ ୩ଟି ଲେଖାଏଁ ମୋଟ ୯ଟି ମାଟି ଅଧରପଣା ହାଣ୍ଡି ଭଙ୍ଗା ହୋଇଛି । ପ୍ରଥମେ ବଡ ଭାଇ ବଳଭଦ୍ରଙ୍କ ରଥ, ପରେ ଭଉଣୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥରେ ଅଧରପଣା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia