April 21, 2025

ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ସଂଶୋଧନ ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ଅଧୀନ ଜମି ସଂପର୍କିତ ମାମଲାର ତୁରନ୍ତ ଫଇସଲା ପାଇଁ ଆଇନରେ ସଂଶୋଧନ ନିଷ୍ପତ୍ତି ହୋଇଛି। ନିୟମ ଅନୁସାରେ ବିକ୍ରି, ଲିଜ୍ ପାଇଁ ଅଧିକୃତ ପ୍ରଜାଙ୍କୁ ଅନୁମତି ଦରକାର ହେଉଥିଲା। କିନ୍ତୁ ଏହି ଅଧ୍ୟାଦେଶ ବଳରେ ସମସ୍ତ କ୍ଷେତ୍ରରେ ଆଉ ଅନୁମୋଦନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia