April 22, 2025

ଶ୍ରୀମନ୍ଦିରକୁ ଧସେଇ ପଶିଲେ ଭକ୍ତ, ସିଂହଦ୍ୱାର ସମ୍ମୁଖରେ ଦଳାଚକଟା ସ୍ଥିତି

ପୁରୀ: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଳାଚକଟା ସ୍ଥିତି। ସିଂହଦ୍ୱାର ସାମ୍ନାରେ ହୋଇଥିବା ବ୍ୟାରିକେଡ ଭାଙ୍ଗି ଶ୍ରୀମନ୍ଦିରକୁ ଭକ୍ତମାନେ ଧସେଇ ପଶିଥିବା ଦେଖିବାକୁ ମିଳିଛି। ଫଳରେ ସିଂହଦ୍ୱାର ଆଗରେ ଦଳାଚକଟା ସ୍ଥିତି ସୃଷ୍ଟି ହୋଇଥିଲା। ମହାପ୍ରଭୁଙ୍କ ସୁନାବେଶ ଦେଖିବା ପାଇଁ ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଥିବା ବେଳେ ଏଭଳି ସ୍ଥିତି ଉତ୍ପନ୍ନ ହୋଇଛି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia