April 25, 2025

ଶ୍ରୀମନ୍ଦିରରେ ଦଶହରା ଉତ୍ସବ: ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ

ପୁରୀ: ଆଜି ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ଅର୍ଥାତ ପବିତ୍ର ବିଜୟା ଦଶମୀ । ଏହି ଅବସରରେ ଶ୍ରୀମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କର ସୁନାବେଶ ଶ୍ରୀଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ଆଜି ରାଜାରାଜେଶ୍ୱର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ନୂଆଲୁଗା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia