April 22, 2025

ଶ୍ରୀମନ୍ଦିର ଗର୍ଭଗୃହରୁ ପଥର ନୁହେଁ ପ୍ଲାଷ୍ଟର ଖସିଛି: ଜିଲ୍ଲାପାଳ

ପୁରୀ: ଶ୍ରୀମନ୍ଦିର ଗର୍ଭଗୃହରୁ ପଥର ଖସିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଭକ୍ତଙ୍କ ମହଲେ ଅସନ୍ତୋଷ ପ୍ରକାଶ ପାଇଥିଲା । ତେବେ ଏହା ପଥର ନୁହେଁ ଲାଇମ ପ୍ଲାଷ୍ଟର ବୋଲି ଜିଲ୍ଲାପାଳ ସ୍ପଷ୍ଟୀକରଣ ଦେଇଛନ୍ତି । ବଡ ଠାକୁରଙ୍କ ପଛପାଶ୍ୱର କାନ୍ଥରୁ ପ୍ରାୟ ଦେଢ କିଲୋଗ୍ରାମ ଓଜନର ଲାଇମ ପ୍ଲାଷ୍ଟର ଖଣ୍ଡ ଖସିଛି । ମାତ୍ର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia