April 23, 2025

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ରାତି ଅଧିଆ ସର୍ଭେକୁ ନେଇ ପ୍ରଶ୍ନ ଉଠାଇଲେ ସମ୍ବିତ ପାତ୍ର

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ରାତି ଅଧିଆ GPRS ସର୍ଭେକୁ ନେଇ ପ୍ରଶ୍ନ ଉଠାଇଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ସମ୍ବିତ ପାତ୍ର ସମ୍ବିତ ପାତ୍ର । ସେ କହିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର ମିଛ କହିଛନ୍ତି । ଓବିସିସି, ଏଏସଆଇକୁ ନେଇ ମିଳିତ ଭାବେ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ତେଣୁ ଏଏସ୍ଆଇକୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia