April 21, 2025

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ, ଆସନ୍ତାକାଲି ଶୁଣାଣି

ନୂଆଦିଲ୍ଲୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାୟ ସଂରକ୍ଷିତ । ଜଷ୍ଟିସ୍ ବି.ଆର୍ ଗଭାଇ ଓ ଜଷ୍ଟିସ ହିମା କୋହଲିଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ ଆଜି ଏହି ମାମଲାର ଶୁଣାଣି କରି ଉଭୟ ପକ୍ଷର ଯୁକ୍ତି ଶୁଣିଥିଲେ । ଆସନ୍ତାକାଲି ଯାଏଁ ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ । ଅଭିଯୋଗକାରୀଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia