April 22, 2025

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା : ୪ ଜେଟିପିଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ: ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ୪ ଜେଟିପି (ଜଗନ୍ନାଥ ଟେମ୍ପଲ ପୋଲିସ )ଙ୍କୁ ସିଂହ ଦ୍ୱାରା ଥାନା ପୋଲିସ ଡାକି ପଚରାଉଚରା କରିଛି। ଚୁଲି ଭଙ୍ଗା ଦିନ ୪ ଜେଟିପିଙ୍କ ମଧ୍ୟରୁ ଜଣେ ବାଟଅଗଣା ଓ ନାଟମଣ୍ଡପ ଦାୟିତ୍ୱରେ ଥିଲେ। ଅନ୍ୟ ୩ ଜଣ ଜେଟିପି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ନେଇ ବାହାରେ ଛାଡ଼ିଥିଲେ। ଗତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia