April 21, 2025

ସଦସ୍ୟତା ପଦ ଯିବା ପରେ ସରକାରୀ ବଙ୍ଗଳା ଖାଲି କରିବାକୁ ରାହୁଲଙ୍କୁ ନୋଟିସ୍

  ନୂଆଦିଲ୍ଲୀ : ଲୋକସଭାରୁ ଅଯୋଗ୍ୟ ଘୋଷିତ ହେବା ପରେ କଂଗ୍ରେସର ପୂର୍ବତନ ସାଂସଦ ରାହୁଲ ଗାନ୍ଧୀଙ୍କୁ ମିଳିଥିବା ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ୍ ମିଳିଛି । ଲୋକସଭା ଗୃହ କମିଟି ସରକାର ଦେଇଥିବା ବଙ୍ଗଳା ଖାଲି କରିବାକୁ ନୋଟିସ ଜାରି କରିଛି । ରାହୁଲ ଗାନ୍ଧୀଙ୍କୁ ଗୁଜୁରାଟ କୋର୍ଟ ଏକ ଅପରାଧିକ ଅବମାନନା ମାମଲାରେ

Source: Politics News(ରାଜନୀତି ସମାଚାର): Rajneeti Samachar, Political News/Khabar in Odia – Oneindia Odia