April 26, 2025

ସମନ୍ବିତ କୃଷି ଏବଂ କୃଷି କ୍ଷେତ୍ରରେ ମହିଳାଙ୍କ ସଶକ୍ତିକରଣ ଆୟ ଦ୍ବିଗୁଣିତ କରିବ : କୃଷି ମନ୍ତ୍ରୀ

ଭୁବନେଶ୍ବର: ସମନ୍ବିତ କୃଷି ଏବଂ କୃଷି କ୍ଷେତ୍ରରେ ମହିଳାଙ୍କ ସଶକ୍ତିକରଣ କୃଷି ଉତ୍ପାଦନ ବୃଦ୍ଧି ସହିତ କୃଷକମାନଙ୍କ ଆୟ ଦ୍ବିଗୁଣିତ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।ଏହି ପରିପ୍ରେକ୍ଷୀରେ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କ ସମନ୍ବିତ କୃଷି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia