April 22, 2025

ସମାଜବାଦୀ ପାର୍ଟିର ବଡ ନିଷ୍ପତ୍ତି, ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ଅଖିଳେଶ ଯାଦବ

ଲକ୍ଷ୍ନୌ : ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ 2022 ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମଇଦାନକୁ ପ୍ରବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଅଖିଳେଶ ଯାଦବ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ । ବର୍ତ୍ତମାନ ଅଖିଳେଶ ଯାଦବ ଆଜମଗଡରୁ ସାଂସଦ ଅଟନ୍ତି । ତେବେ ସେ (ଅଖିଳେଶ ଯାଦବ) କେଉଁ ଆସନରୁ ପ୍ରତିଦ୍ୱନ୍ଦ୍ୱିତା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia