April 21, 2025

ସମ୍ବଲପୁର ଓ ବଲାଙ୍ଗୀରରେ ଖୋଲିବ ୨ଟି ନୂଆ ସରକାରୀ ଆଇଟିଆଇ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭେଟି । ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ । କୁଚିଣ୍ଡାରେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia