April 22, 2025

ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ‘ଅହିଂସା ରଥ’କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ସ୍ୱାଧୀନତାର ସଂଦେଶ ତଥା ମହାତ୍ମା ଗାନ୍ଧୀଙ୍କ ସତ୍ୟ, ଶାନ୍ତି ଓ ଅହିଂସା ମହାମନ୍ତ୍ରରେ ରାଜ୍ୟବାସୀଙ୍କୁ ଉଦ୍‌ବୁଦ୍ଧ କରିବା ଉଦ୍ଦେଶ୍ୟରେ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପ୍ରାୟୋଜିତ ‘ଅହିଂସା ରଥ’ ଆଜି ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନ ପରିକ୍ରମା କରିଛି । ଅହିଂସା ରଥ ଆଜି ସମ୍ବଲପୁର ଜିଲ୍ଲାରେ ଦ୍ୱିତୀୟ ଦିନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia