April 30, 2025

ସମ୍ବଲପୁର-ଝାରସୁଗୁଡ଼ା ବିଜୁ ଏକ୍ସପ୍ରେସ୍ ୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା: ସମ୍ବଲପୁର-ଝାରସୁଗୁଡ଼ା ବିଜୁ ଏକ୍ସପ୍ରେସ୍ ୱେରେ ଗତକାଲି ରାତିରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ୧୩ ଗୁରୁତରଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନନ୍ତର କରାଯାଇଛି । ସେହିପରି ସାମାନ୍ୟ ଆହତଙ୍କୁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ନେଇ ସୂଚନା ରହିଛି । ଜେଏସଡବ୍ଲୁ କମ୍ପାନୀରୁ ଶ୍ରମିକ ନେଇ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia