April 22, 2025

ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତ: ୧୮ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି, କହିଲେ ପ୍ରସ୍ତୁତ ରୁହନ୍ତୁ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ସମ୍ଭାବ୍ୟ ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲାପାଳଙ୍କୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia