April 21, 2025

ସହର ଅନ୍ତର୍ଗତ ଜଙ୍ଗଲ ଜମିରେ ଥିବା ବସ୍ତିମାନଙ୍କରେ ମୌଳିକ ଭିତ୍ତିଭୂମି ବିକାଶ

ଭୁବନେଶ୍ଵର: ସହରାଞ୍ଚଳ ବସ୍ତି ବାସିନ୍ଦାମାନଙ୍କ ପାଇଁ ନିର୍ଭରଶୀଳ ଓ ବାସଯୋଗ୍ୟ ବସତିସ୍ଥାନ ବିକଶିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସହର ଅନ୍ତର୍ଗତ ଜଙ୍ଗଲ ଜମିରେ ଥିବା ବସ୍ତିମାନଙ୍କ ବିକାଶ ସମ୍ବନ୍ଧିତ ଏକ କର୍ମଶାଳାକୁ ଉଦ୍ଘାଟନ କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia