April 23, 2025

ସାଂସଦ ଅପରାଜିତଙ୍କ ପୁରୀ ଗସ୍ତକୁ ନେଇ ହାଇଡ୍ରାମା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଭିତରେ ପୁରୀରେ ପହଞ୍ଚିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ଅପରାଜିତାଙ୍କ ପୁରୀ ଗସ୍ତ ବେଳେ ରାସ୍ତାରେ ଦେଖିବାକୁ ମିଳିଥିଲା ହାଇଡ୍ରାମା । ପୁରୀରେ ପହଞ୍ଚିବା ପରେ ପୁଣି ଥରେ ପଦଯାତ୍ରାରେ ବାହାରିଥିବା ଅପରାଜିତାଙ୍କ ଶୋଭାଯାତ୍ରା ଉପରକୁ ହେଲା ଟମାଟୋ ମାଡ଼ । ଜଣେ କଂଗ୍ରେସ କର୍ମୀ ଏହି ଟମାଟୋ ମାଡ଼ କରିଥିବା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia