April 20, 2025

ସାଉଥ୍ ଅଭିନେତା ପୁନିଥ୍ ରାଜକୁମାରଙ୍କ ଦେହାନ୍ତ

ବେଙ୍ଗାଲୁରୁ: ଲୋକପ୍ରିୟ କନ୍ନଡ଼ ଅଭିନେତା ପୁନିଥ୍ ରାଜକୁମାରଙ୍କ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ଶିକାର ହୋଇ ବେଙ୍ଗାଲୁରୁର ଏକ ହସ୍‌ପିଟାଲ୍‌ରେ ଆଜି ଭର୍ତ୍ତି ହୋଇଥିବା ବେଳେ ସେଠାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୬ ବର୍ଷ ହୋଇଥିଲା। ଏନେଇ ଭେଙ୍କଟେଶ ଲେଖିଛନ୍ତି କି “ଏହା କହିବାକୁ ଦୁଃଖ ଲାଗୁଛି

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia