April 28, 2025

ସୁନାବେଶ: ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ । ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ରାତି ୧୧ଟା ଯାଏଁ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାବାହୁ । ରଥ ଉପରେ ମଧ୍ୟାହ୍ନ ଧୂପ, ମଇଲମ ନୀତି ହେବ । ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ପରେ ସୁନାବେଶ ଆରମ୍ଭ ହେବ । ଅନ୍ୟାନ୍ୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia