April 21, 2025

ସୁନ୍ଦରଗଡରେ ୪୯୩ କୋଟି ଟଙ୍କାର ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗା ଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟ ଆଗାମୀ ୨ ବର୍ଷରେ ଶେଷ ହେବ ଏବଂ ଏହାଦ୍ବାରା ସୁନ୍ଦରଗଡ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia