April 21, 2025

ସୁର ରାଉତରାୟଙ୍କୁ କରୋନା

ଭୁବନେଶ୍ୱର: କଂଗ୍ରେସ ଜଟଣୀ ବିଧାୟକ ସୁର ରାଉତରାୟ କରୋନାରେ ସଂକ୍ରମିତ । ପାଖାପାଖି ୨ ବର୍ଷ ହେବ କରୋନାର ଲହର ବ୍ୟାପୁଥିବା ବେଳେ ଏବେ ଏହାର ଶିକାର ହୋଇଛନ୍ତି ସୁର । ଉଭୟ ସ୍ୱାମୀ ଓ ସ୍ତ୍ରୀ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ମେଡ଼ିକାଲରେ କୋଭିଡ଼ ପରୀକ୍ଷା କରାଇବା ପରେ ତାଙ୍କ ଠାରେ କରୋନା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia