April 22, 2025

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୪ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia