ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହାଦ୍ବାରା ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ 1075 ଟି ସ୍କୁଲ ରୂପାନ୍ତରିତ ହୋଇଥିବା ବେଳେ, ଦ୍ବିତୀୟ ପର୍ଯ୍ୟାୟରେ 2906ଟି ସ୍କୁଲର ରୂପାନ୍ତରଣ ହୋଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Last-minute change in travel plan saves family of 3 from Odisha
Travellers from state rush to cancel Kashmir trips
Premature departure proves lucky for couple