April 22, 2025

ସ୍ବଭାବ କବି ଗଙ୍ଗାଧର ମେହେର ଭବନ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହାସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia