କଟକ: ହାଇକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ପାରିବାରିକ ବିବାଦ । ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ପୋଷ୍ଟ କରି ବିଭିନ୍ନ କଥା କହୁଥିବାରୁ ତାଙ୍କର ସମ୍ମାନହାନୀ ହେଉଥିବା ଅଭିଯୋଗ କରି ସେ ହାଇକୋର୍ଟ ଯାଇଛନ୍ତି । ଆଜି ହାଇକୋର୍ଟରେ ଶୁଣାଣି ହେବ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Shah, Sarangi console Prasant’s family; body flown to Delhi
Odia tourists scramble to leave Pahalgam
Last-minute change in travel plan saves family of 3 from Odisha