April 25, 2025

ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia