ହାଇଦ୍ରାବାଦରେ ଓଡିଶା ନିବେଶକ ସମ୍ମିଳନୀ: ବିଭନ୍ନ ପୁଞ୍ଜିପତିଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ: ଏଠାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ ଓଡିଶା ନିବେଶକ ସମ୍ମିଳନୀ । ଏହା ପୂର୍ବରୁ ପୁଞ୍ଜିପତିଙ୍କୁ ରାଜ୍ୟରେ ନିବେଶ ପାଇଁ ନିମନ୍ତ୍ରଣ କରିବା ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ। ତିନୋଟି ପର୍ଯ୍ୟାୟରେ ପ୍ରାୟ ୩୭ ଉଦ୍ୟୋଗପତିଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଛନ୍ତି । ତେବେ ଆଜି ସକାଳେ ଓରାକଲ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia