April 22, 2025

ୟୁପି ନିର୍ବାଚନ ପରେ ଗୁଜୁରାଟରେ ହାରିବାକୁ ବିଜେପି ପ୍ରସ୍ତୁତ ରହୁ – ଅଖିଳେଶ ଯାଦବ

ଗାଜିଆବାଦ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ଏବଂ ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାରକୁ ଜୋରଦାର କରିଛନ୍ତି । ଆଜି ସପା ମୁଖ୍ୟ ଅଖିଳେଶ ଯାଦବ ଏବଂ ଆରଏଲଡି ମୁଖ୍ୟ ଜୟନ୍ତ ଚୌଧୁରୀ ଗାଜିଆବାଦରେ ଏକ ସାମ୍ବାଦିକ ସମ୍ମିଳନୀ କରି ବିଜେପି ଉପରେ କଡ଼ା ଆକ୍ରମଣ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia