April 28, 2025

୧୩ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ । ଏହା ସହ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ଅର୍ଥାତ ୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia