April 22, 2025

୨୦୩୦ ସୁଦ୍ଧା ବାଲ୍ୟ ବିବାହ ମୁକ୍ତ ରାଜ୍ୟ ହେବ ଓଡ଼ିଶା

ଭୁବନେଶ୍ୱର: ବାଲ୍ୟ ବିବାହ ମୁକ୍ତ ରାଜ୍ୟ ହେବ ଓଡ଼ିଶା । ୨୦୨୩ ସୁଦ୍ଧା ରାଜ୍ୟକୁ ବାଲ୍ୟ ବିବାହ ମୁକ୍ତ ରାଜ୍ୟ ଭାବେ ଘୋଷଣା କରିବା ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଜାରି ହେଲା ସ୍ବତନ୍ତ୍ର ଗାଇଡଲାଇନ । ରାଜ୍ୟର ପ୍ରତି ଗାଁ ଓ ସହରାଞ୍ଚଳରେ ପ୍ରତ୍ୟକ ୱାର୍ଡ଼କୁ ଗୋଟିଏ ଗୋଟିଏ ୟୁନିଟ ଭାବେ ନେଇ ଅଭିଯାନକୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia