April 23, 2025

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୭ ଜଣ ସଂକ୍ରମିତ ରହିଛନ୍ତି । ନୂଆ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia