April 22, 2025

୨୪ ଘଣ୍ଟାରେ ବାହାରିଲେ ୩୪୨ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ । ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ବର୍ଷ ବୟସ୍କ ବର୍ଗରେ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । {image-odishacoronaupdatebg-1636094219.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia