ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ ବଜ୍ରପାତର ସମ୍ଭାବନା ରହିଛି । କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Govt sets up exam centres in all 30 districts for CPET-2025
18 criminals held, illegal firearms seized in special drive in Ganjam
Boy who grazes goats to support mom scores over 90% in matric