April 21, 2025

୨୪ ଘଣ୍ଟାରେ ୩୫୫ କରୋନା ସଂକ୍ରମିତ ଚିହ୍ନଟ , ୨ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୯୭ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ରହିଛନ୍ତି । ଆଜି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia