April 29, 2025

୩ ମାସ ବନ୍ଦ ପରେ ଆସନ୍ତାକାଲିଠୁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ସୋମବାରଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ହେଲା ଏହା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ଥିଲା। ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବାର ଖବର ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଆଣିଦେଇଛି। ସେହିପରି ପର୍ଯ୍ୟଟକ ଗାଇଡ୍, ହୋଟେଲ, ଭୋଜନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia