April 21, 2025

୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ

ଭୁବନେଶ୍ବର: ମିଶନ ଶକ୍ତି ଆନ୍ଦୋଳନର ଗୁରୁତ୍ବ ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଏକ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ।  ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ଶକ୍ତି ତଥା ଗତି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia