April 30, 2025

୭୫ ବର୍ଷରେ ଓଡ଼ିଶା ଦେଶକୁ ଅନେକ କ୍ଷେତ୍ରରେ ରାସ୍ତା ଦେଖାଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦେଶ ପାଳନ କରୁଛି ୭୬ ତମ ସ୍ୱାଧୀନତା ଦିବସ । ଆଉ ଏହି କ୍ରମରେ ଆଜି ରାଜଧାନୀର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia