April 23, 2025

୭ ତାରିଖରେ ଅବପାତ, ୮ ରେ ବାତ୍ୟା !

ଭୁବନେଶ୍ୱର: ବାତ୍ୟା ହେବା ନେଇ ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ପରିଣତ ହେବା ସମ୍ଭାବନା ଥିବା ଟ୍ବିଟ କରି ସୂଚନା ଦେଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia