ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରୁ ସାମୁହିକ ମନ୍ତ୍ରୀଙ୍କ ଇସ୍ତଫା । ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀମଣ୍ଡଳରେ ଥିବା ସମସ୍ତ 20 ଜଣ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି । ଏଥିସହିତ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି । {image-naveenpatnaik-1654340604.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Shah, Sarangi console Prasant’s family; body flown to Delhi
Odia tourists scramble to leave Pahalgam
Last-minute change in travel plan saves family of 3 from Odisha